ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
·2 years ago

ଅର୍ଗସ ବ୍ୟୁରୋ : ୨୮ରେ ଓଡିଶା ଆସିପାରନ୍ତି ରାହୁଲ ଗାନ୍ଧୀ । ସାଲେପୁରରେ ବିଶାଳ ସମାବେଶ କରିବା ସମ୍ଭାବନା । ନରାୟଗଡ଼, ବ୍ରହ୍ମପୁରରେ ମଧ୍ୟ କଂଗ୍ରେସ ପାଇଁ ପ୍ରଚାର କରିବେ ରାହୁଲ । ଆସନ୍ତା କାଲି ଭିତରେ ରାହୁଲଙ୍କ କାର୍ଯ୍ୟକ୍ରମ ଫାଇନାଲ ହେବ । ସେହିପରି ବଲାଙ୍ଗୀରରେ ମଲ୍ଲିକାର୍ଜୁନ ଖଡ଼ଗେ ଓ ନବରଙ୍ଗପୁରରେ ପ୍ରିୟଙ୍କା ଗାନ୍ଧୀ ଆସିବା ପାଇଁ ଅନୁରୋଧ କରାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: