Videos
|
Odisha

କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା

Banajyotshna Ray
Browse all articles by Banajyotshna Ray
·2 years ago
କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା

ଅର୍ଗସ ବ୍ୟୁରୋ:  କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା। ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଳା କଂଗ୍ରେସ। ଆଉ 75ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏଥର ଭଣ୍ଡାରୀପୋଖରୀରୁ ଲଢ଼ିବେ। ସେହିପରି ଅସିତ ପଟ୍ଟନାୟକଙ୍କୁ ଦଳ ଭଦ୍ରକରୁ ପ୍ରାର୍ଥୀ କରିଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ ଦେବେନ୍ଦ୍ର ଭିଟାରିଆ ପ୍ରାର୍ଥୀ ହୋଇଛନ୍ତି।

ସେହିପରି ବାଲିଗୁଡ଼ାରେ ସୁରଦା ପ୍ରଧାନଙ୍କ ସ୍ଥାନରେ ଉପେନ୍ଦ୍ରଙ୍କୁ ଟିକେଯ ମିଳିଛି। କବିସୂର୍ଯ୍ୟନଗରରେ ଚିରଞ୍ଜୀବି ବିଷୋୟୀଙ୍କ ସ୍ଥାନରେ ବିପିନଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି  ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ ପଟ୍ଟନାୟକ, ବେଗୁନିଆରୁ ପୃଥୀବଲ୍ଲଭ ପଟ୍ଟନାୟକଙ୍କୁ ଟିକେଟ ଦେଇଛି କଂଗ୍ରେସ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: