Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର

Odisha

ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର

Smruti Parija
Browse all articles by Smruti Parija
·1 year ago
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର

ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହା ସୂପକାରଙ୍କୁ ବିରୋଧ କରିଥିଲେ । 

ଏହାପରେ ଏକାଠି ଗୋଟିଏ ବସ୍ ରେ ମେଳି କରି ଲୋକନାଥ ମନ୍ଦିର ଯାଇଥିଲେ । ଏବେ ନବୀନ ନିବାସରେ ସୁପ୍ରିମୋଙ୍କୁ ଭେଟିବା ପରେ ବଢିଲା ଚର୍ଚ୍ଚା ।  ନବୀନଙ୍କୁ ଭେଟିବା ପରେ କର୍ପୋରେଟରମାନେ ଏପ୍ରସଙ୍ଗକୁ ଏଡ଼ାଇ ଯାଇଥିବା ବେଳେ ଦୂର୍ଗା ପୂଜା ମଣ୍ଡପ ବୁଲିବାକୁ ନିମନ୍ତ୍ରଣ ଲାଗି ଆସିଥିବା କହିଛନ୍ତି । ନବୀନ ମଧ୍ୟ ପୂଜା ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କର୍ପୋରେଟର ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Argus Whatsapp Channel Mobile Top
Sponsored
corporator-meets-naveen-pattnaik | Argus News