Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଭିନ୍ନ ବିଭାଗର  ଉପଦେଷ୍ଟା ଦାୟିତ୍ୱମୁକ୍ତ

Manini Pattanayak
Browse all articles by Manini Pattanayak
·2 years ago
ବିଭିନ୍ନ ବିଭାଗର  ଉପଦେଷ୍ଟା ଦାୟିତ୍ୱମୁକ୍ତ

ଭୁବନେଶ୍ୱର: ପୂର୍ବ ସରକାରରେ ବିଭିନ୍ନ ବିଭାଗରେ  ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା। ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆ ଯାଇଥିଲା।

ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Counselors of various departments are exempt | Argus News