|
logo
Live

Argus News - ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ

Odisha

ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ

Manini Pattanayak
Browse all articles by Manini Pattanayak
·1 year ago
ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ

ବ୍ରହ୍ମପୁର:  ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ। ଲକ୍ଷାଧିକ ଟଙ୍କାର ମେସିନ ଗୁଟଖା ଜବତ । ଗଂଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଉଁଶିଆପାଲ୍ଲୀରେ ଥିବା ନୀଳଚକ୍ର ପ୍ରଡକ୍ସନରେ ଦୀର୍ଘ ବର୍ଷ ହେବ ବେଆଇନ ନକଲି ଗୁଟଖା ତିଆରି ହୋଇଆସୁଥିଲା I

ପୋଲିସ କୌଣସି ସୂତ୍ରରୁ ଖବର ପାଇଁ ଆଜି ଭୋର ସକାଳୁ ବେଆଇନ ଗୁଟଖା କାରଖାନା ଉପରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମେସିନ ଏବଂ ଗୁଟଖା ଜବତ କରିଛି I କାରଖାନାରେ ୨୫-୩୦ ବିଦେଶୀ କର୍ମଚାରୀ କାମ କରୁଥିବା ବେଳେ ଅପମିଶ୍ରିତ ହେଉଥିବା କେମିକାଲ ସାଙ୍ଗକୁ ବିଭିନ୍ନ ସାମଗ୍ରୀ ଜବତ କରଯାଇଛି I ଦିନକୁ ପାଖାପାଖି ୬୦-୭୦ ବସ୍ତା ଗୁଟଖା ତିଆରି ହୋଉଥିବା ବେଳେ ଏସବୁ ନକଲି ସାମଗ୍ରୀ କେଉଁ ଅଞ୍ଚଳକୁ ସ୍ଥାନାନ୍ତର ହେଉଥିଲା ସେ ନେଇ ଅଧିକ ଖୋଳତାଡ଼ ଜାରିରହିଛି I 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ | Argus News