Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

AI ମାଧ୍ୟମରେ ଶ୍ରୀମନ୍ଦିରରେ ହେବ ଭିଡ଼ ନିୟନ୍ତ୍ରଣ

Swoyang prajna Mishra
Browse all articles by Swoyang prajna Mishra
·1 year ago
AI ମାଧ୍ୟମରେ ଶ୍ରୀମନ୍ଦିରରେ ହେବ ଭିଡ଼ ନିୟନ୍ତ୍ରଣ

ପୁରୀ : ଶ୍ରୀମନ୍ଦିରରେ ଖୁବ୍ ଶୀଘ୍ର AI ମାଧ୍ୟମରେ କରାଯିବ ଭିଡ଼ ନିୟନ୍ତ୍ରଣ । ଚଳିତ ସପ୍ତାହରୁ ଶ୍ରୀମନ୍ଦିରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା AI ପାଇଁ ଓପନ ହେବ ଫାଇନାନ୍ସିଆଲ୍ ବିଡିଂ। ଟେକ୍ନିକାଲ ଆସେସମେଣ୍ଟ, ଫାଇନାଲ ପ୍ରେଜେଣ୍ଟେସନ୍ ସରିଛି ।


ପ୍ରୁଫ ଅଫ୍ କନ୍ସେପ୍ଟ ଓ UI FLOAT ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏ ସମ୍ପର୍କରେ ଆଲୋଚନା ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ପୁରୀ ଜିଲ୍ଲାପାଳ ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Crowd control will be done in the temple through AI | Argus News