କଟକ-ବାରବାଟୀ ନିର୍ବାଚନୀ ମାମଲାରେ ମୋକିମଙ୍କୁ ଝଟକା
·2 years ago

ଅର୍ଗସ ବ୍ୟୁରୋ: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ବିଧାୟକ ପଦକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ। ବିଜେଡି ବିଧାୟକ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟଙ୍କ ପକ୍ଷରୁ ଦାଖଲ ମାମଲାର ଶୁଣାଣୀ କରି କୋର୍ଟ ଏହି ରାୟ ଶୁଣାଇଛନ୍ତି।
୨୦୧୯ ରେ ହୋଇଥିବା ନିର୍ବାଚନରେ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ମହମ୍ମଦ ମୋକିମ ମିଥ୍ୟା ସତ୍ୟପାଠ ଦାଖଲ କରିଥିବା ନେଇ ଅଭିଯୋଗ କରିଥିଲେ ଦେବାଶିଷ। ଏ ନେଇ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଦେବାଶିଷ ସାମନ୍ତରାୟ।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: