Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା

Jitendra Dash
Browse all articles by Jitendra Dash
·2 years ago
ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା

ଅର୍ଗସ ବ୍ୟୁରୋ : ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା । ଏସସିବି ବଡ଼ ମେଡିକାଲରେ ଶବ ବ୍ୟବଚ୍ଛେଦ ବନ୍ଦ । ଶବ ବ୍ୟବଚ୍ଛେଦ ଗୃହ ବାହାରେ ଓ ଭିତରେ ଲହଡି ଭାଙ୍ଗୁଛି ନର୍ଦ୍ଦମା ପାଣି । ଫଳରେ ସକାଳ ୯ ଠାରୁ ଆରମ୍ଭ ହେବାକୁ ଥିବା ଶବ ବ୍ୟବଚ୍ଛେଦ ବନ୍ଦ ହୋଇ ରହିଛି। ବାହାରେ ମୃତ ଶରୀରର ଗୁଡ଼ିକ ଶବବୁହା ଟ୍ରଲି ଉପରେ ପଡି ରହିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏସସିବିରେ ପ୍ରତିଦିନ ୪୦ ୫୦ ଶବବ୍ୟବଚ୍ଛେଦ କରାଯାଇଥାଏ । ଏସସିବିରେ ଏହି ଅବ୍ୟବସ୍ଥା ଆଜିର ନୁହେଁ, ବାରମ୍ବାର ବାରମ୍ବାର ନର୍ଦ୍ଦମା ପୋଷ୍ଟମର୍ଟମ ଗୃହ  ପଶିଥାଏ ବୋଲି ଅଭିଯୋଗ ହୋଇଛି । ଗତକାଲିଠୁ ପୋଷ୍ଟମର୍ଟମ  ଗୃହରେ ଏପରି ବ୍ୟବସ୍ଥା ଦେଖାଯାଇଥିବା ସୂଚନା ରହିଛି ।  

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
cuttack scb medical issue | Argus News