Odisha School Timing / ବଦଳିଲା ସ୍କୁଲ ସମୟ, ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ କ୍ଲାସ୍
·2 months ago·2 min read

Key Points
ଗରମ ପାଇଁ ବଡ଼ ନିଷ୍ପତ୍ତି
କଟକରେ ବଦଳିଲା ସ୍କୁଲ ସମୟ
୨୫ ଜୁନ୍ ପର୍ଯ୍ୟନ୍ତ ନୂଆ ସମୟ ଲାଗୁ
କଟକରେ ବଦଳିଲା ସ୍କୁଲ ସମୟ
୨୫ ଜୁନ୍ ପର୍ଯ୍ୟନ୍ତ ନୂଆ ସମୟ ଲାଗୁ
କଟକରେ ବଦଳିଲା ସ୍କୁଲ ସମୟ । ବଢ଼ୁଥିବା ଗରମ ଓ ଗୁଳୁଗୁଳି ଯୋଗୁଁ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । ଆଜିଠୁ ଆସନ୍ତା ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲାପାଳ । ସବୁ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି । ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢ଼ା ଜାରି ରହିବ । କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।
ସେପଟେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ଗ୍ରୀଷ୍ମ ପ୍ରବାହ । ମୌସୁମୀ ଓଡ଼ିଶା ଛୁଇଁବା ପରେ ମଧ୍ୟ ରାଜ୍ୟରୁ ବର୍ଷା ଗାୟବ ହୋଇଯାଇଥିବା ପରି ମନେ ହେଉଛି । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଛାତ୍ରଛାତ୍ରୀ ସ୍କୁଲ ଆସିବା ନେଇ ବଡ଼ ନିଷ୍ପତ୍ତି ନେଇଛି ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ।
ଖୋର୍ଦ୍ଧା ଜିଲ୍ଲାରେ ଆସନ୍ତାକାଲିଠାରୁ ଅର୍ଥାତ ଜୁନ୍ ୧୯ରୁ ଜୁନ୍ ୨୫ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି । ସକାଳ ସାଢ଼େ ୬ରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଚାଲିବ ସ୍କୁଲ୍ । ଶିଶୁ ବାଟିକା ଠାରୁ ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ୍ ହେବ ବୋଲି ନିର୍ଦ୍ଦେଶ ହୋଇଛି ।
ଅଧିକ ପଢ଼ନ୍ତୁ: ପ୍ରବଳ ଖରାକୁ ଦେଖି ବଡ଼ ନିଷ୍ପତ୍ତି, ୨୫ ଯାଏଁ ସକାଳୁଆ ସ୍କୁଲ
ସେପଟେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲାପାଳ ଏବଂ ଜିଲ୍ଲା ମାଜିଷ୍ଟ୍ରେଟ୍ଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲ୍ ଅର୍ଥାତ ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଆସନ୍ତା ଜୁନ୍ ୨୨ ତାରିଖ ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ । ସେହିପରି କଳାହାଣ୍ଡିର ସମସ୍ତ ସ୍କୁଲ ଜୁନ୍ ୨୦ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ, ଆଜି ୧୮ ତାରିଖରେ ସମସ୍ତ ସ୍କୁଲ ଖୋଲିବାର ଥିଲା । ଏନେଇ ପୂର୍ବରୁ ସୂଚନା ଦେଇଥିଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଥିଲେ, ଖରାର ପ୍ରକୋପ ବଢ଼ିଲେ ଛୁଟି ଅବଧି ବୃଦ୍ଧି ନେଇ ବିଚାର କରାଯିବ । ଏବେ ଖରାକୁ ଦେଖି ସୁବର୍ଣ୍ଣପୁର, ଅନୁଗୁଳ, ଗଞ୍ଜାମ, ବୌଦ୍ଧ, ଦେବଗଡ଼ ଜିଲ୍ଲାରେ ସ୍କୁଲ ଛୁଟି ଅବଧି ବୃଦ୍ଧି କରାଯାଇଛି ।
କଟକରେ ବଦଳିଲା ସ୍କୁଲ ସମୟ । ବଢ଼ୁଥିବା ଗରମ ଓ ଗୁଳୁଗୁଳି ଯୋଗୁଁ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । ଆଜିଠୁ ଆସନ୍ତା ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲାପାଳ । ସବୁ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି । ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢ଼ା ଜାରି ରହିବ । କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।
କଟକରେ ବଦଳିଲା ସ୍କୁଲ ସମୟ । ବଢ଼ୁଥିବା ଗରମ ଓ ଗୁଳୁଗୁଳି ଯୋଗୁଁ ଜିଲ୍ଲା ପ୍ରଶାସନର ବଡ଼ ନିଷ୍ପତ୍ତି । ଆଜିଠୁ ଆସନ୍ତା ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଜିଲ୍ଲାପାଳ । ସବୁ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଦିଆଯାଇଛି । ସକାଳ ୬.୩୦ ରୁ ୧୦.୩୦ ପର୍ଯ୍ୟନ୍ତ ପାଠପଢ଼ା ଜାରି ରହିବ । କଟକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ।
Related Topics
Explore more stories