Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବାତ୍ୟା ଦାନା ପ୍ରଭାବରେ ବୁଡିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

Smruti Parija
Browse all articles by Smruti Parija
·1 year ago
ବାତ୍ୟା ଦାନା ପ୍ରଭାବରେ ବୁଡିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ

ଅର୍ଗସ ବ୍ୟୁରୋ: ଭୀଷଣ ବାତ୍ୟାର ରୂପ ନେଇ ମଧ୍ୟରାତ୍ରରେ ସ୍ଥଳଭାଗ ଛୁଇଁଲା ବାତ୍ୟା ଦାନା । ହବାଳିଖଟିରେ ଲ୍ୟାଣ୍ଡଫଲ ବେଳେ ଆଖପାଖ ଅଞ୍ଚଳରେ ପ୍ରବଳ ବର୍ଷା ସହ ଲୋକଙ୍କ ମନରେ ଛନକା ଭରିଲା ପବନର ବେଗ । 100 ରୁ 110 କିମି ବେଗରେ ବହିଲା ପବନ । ପ୍ରାୟ 6 ଘଣ୍ଟା ଧରି ଚାଲିଲା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ବାତ୍ୟା ଦାନା ପ୍ରଭାବରେ ବୁଡିଗଲା ସାତଭାୟା ଥଇଥାନ ସ୍ଥଳୀ ବଗପାଟିଆ । ପାଣି ଘେରରେ ୫୭୧ ପରିବାର । 
 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
cyclone-dana-impact | Argus News