Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

Odisha

ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

Smruti Parija
Browse all articles by Smruti Parija
·1 year ago
ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’

ଅର୍ଗସ ବ୍ୟୁରୋ: ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କି.ମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ଦାନା । ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ୍‌ ଆକଳନ ହୋଇଛି । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୦୦ ରୁ ୧୨୦ କିମି ରହିବା ନେି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  
 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
cyclone-dana-is-150 km away from Paradip | Argus News