Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ବାତ୍ୟା ଭୟ: ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ

Odisha

ବାତ୍ୟା ଭୟ: ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ

Banajyotshna Ray
Browse all articles by Banajyotshna Ray
·1 year ago
ବାତ୍ୟା ଭୟ: ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ

ଅର୍ଗସ ବ୍ୟୁରୋ:  ଗଞ୍ଜାମ ଜିଲ୍ଲାରେ ବାତ୍ୟା ଭୟ । ସମ୍ଭାବ୍ୟ ବାତ୍ୟାକୁ ନେଇ ଜିଲ୍ଲା ପ୍ରଶାସନର ଗୁରୁତ୍ବପୂର୍ଣ୍ଣ ବୈଠକ | ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ନେତୃତ୍ୱରେ ଚାଲିଛି ବୈଠକ। ଗଞ୍ଜାମ ଜିଲ୍ଲା ରେଡ ଆଲର୍ଟ । ସମସ୍ତ ବିଦ୍ୟୁତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ରହିବାକୁ ନର୍ଦେଶ । ବ୍ଲକ, ତହସିଲ ଓ ଜିଲ୍ଲା ସ୍ତରରେ 247 କଣ୍ଟ୍ରୋଲ ରୁମ ଖୋଲିବ | ସବୁ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳି ସଫା ରହିବା ସହ ସଜାଗ ରଖିବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ସେପଟେ ସମୁଦ୍ରରେ ମତ୍ସଜୀବୀଙ୍କୁ ବାରଣ । ପାହାଡିଆ ଅଂଚଳ, ସମୁଦ୍ର କୂଳିଆ ଓ  ଅଂଚଳକୁ  ସ୍ଵତନ୍ତ୍ର ଫୋକସ ଦିଆଯିବ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cyclone fear: Important meeting of district administration regarding possible cyclone | Argus News