Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

Smruti Parija
Browse all articles by Smruti Parija
·2 years ago
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର:  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ୨୬ ସନ୍ଧ୍ୟା ସୁଦ୍ଧା ନେବ ଭୀଷଣ ରୂପ ।  26 ସନ୍ଧ୍ୟାରେ ସ୍ଥଳ ଭାଗ ଛୁଇଁପାରେ । ବର୍ତ୍ତମାନ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ । ପରେ କ୍ରମଶଃ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ଓଡ଼ିଶା ଉପରେ ବାତ୍ୟାର ସେପରି ପ୍ରଭାବ ନଥିବା ପୂର୍ବରୁ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ ।
 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Cyclone Remal update: West Bengal, Bangladesh on alert as severe cyclone to hit on May 26; heavy rains predicted | Argus News