Videos
|
Odisha

ଖୋର୍ଦ୍ଧା ରେଞ୍ଜ କଣିବାରି ଫସଲ କ୍ଷେତରୁ ଏକ ମାଈହାତୀର ମୃତଦେହ ଉଦ୍ଧାର

Argus News
Browse all articles by Argus News
·1 year ago
ଖୋର୍ଦ୍ଧା ରେଞ୍ଜ କଣିବାରି ଫସଲ କ୍ଷେତରୁ ଏକ ମାଈହାତୀର ମୃତଦେହ ଉଦ୍ଧାର

ଅର୍ଗସ ବ୍ୟୁରୋ: ଖୋର୍ଦ୍ଧା ରେଞ୍ଜ ଅନ୍ତର୍ଗତ ପରିଛଳ ପଞ୍ଚାୟତ ଅନ୍ତର୍ଗତ ଡାଳତୋଡା କଣିବାରି ଫସଲ କ୍ଷେତରୁ ଏକ ମାଈ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀର ବୟସ ୧୫ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଗତକାଲି ବିଳମ୍ବିତ ରାତିରେ ହାତୀର ମୃତ୍ୟୁ ଘଟିଥିବା ବନରକ୍ଷୀ ଆଶଙ୍କା କରିଛନ୍ତି।


କିନ୍ତୁ ଏଯାଏ ହାତୀର ମୃତ୍ୟୁ କାରଣ ସ୍ପଷ୍ଟ ହୋଇନାହିଁ। । ବେକରେ ମଧ୍ୟ ଗଭୀର କ୍ଷତ ସୃଷ୍ଟି ହୋଇଛି। ବନବିଭାଗ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି।

Argus News App

📱 Get Argus News App

✨
📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: