ମୃତଦେହ ଠାବ, ପୋଲିସର ତଦନ୍ତ ଜାରି
·2 years ago

ଅର୍ଗସ ବ୍ୟୁରୋ: ସନ୍ଦେହ ଜନକ ଅବସ୍ଥାରେ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଠାବ । ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ମାଇଛେଳି ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ l ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକ ଯୁବକଙ୍କ ପରିଚୟ ମିଳିପାରିନାହିଁ l ଏହା ଆତ୍ମହତ୍ୟା ନା ଆଉ କିଛି ସେ ନେଇ ସନ୍ଦେହ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: