ଦଳିଦେଲା ଦନ୍ତା, ୨ ମୃତ
·2 years ago

ଅର୍ଗସ ବ୍ୟୁରୋ : ଦେବଗଡ଼ ବନାଞ୍ଚଳ ଲଇମୁରା ଫରେଷ୍ଟ ସେକ୍ସନରେ ଅଘଟଣ । ଟିପିରିସିଙ୍ଗା ଗ୍ରାମରେ ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା ହାତୀ । ଘଟଣା ସ୍ଥଳରେ ଜଣେ ଯୁବତୀ ଓ ଜଣେ ମହିଳା ମୃତ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ମୃତକ ମାନେ ହେଲେ ସୁରୁବାଲି କିସାନ ଓ ଖଇରି କିସାନ । ବିଳମ୍ବିତ ରାତି କାନ୍ଥ ଭାଙ୍ଗି ଘର ଭିତରେ ପଶିଥିଲା ଦନ୍ତା ହାତୀ । ଜୀବନ ବିକଳରେ ଦୌଡ଼ି ପଳାଉଥିବା ବେଳେ ଦୁଇ ଜଣଙ୍କୁ ଦଳି ଦେଇଥିଲା । ଘଟଣାସ୍ଥଳରେ ବନବିଭାଗ କର୍ମଚାରୀ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: