Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭବାନୀପାଟଣାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

Ritu Das
Browse all articles by Ritu Das
·2 years ago
ଭବାନୀପାଟଣାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ଅର୍ଗସ ବ୍ୟୁରୋ: ଓଡ଼ିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ଏହି ଦିନିକିଆ ଗସ୍ତରେ ପ୍ରଥମେ ଭବାନୀପାଟଣା ଏବଂ ତା’ ପରେ ରାୟଗଡ଼ାରେ ବିଜେପି ପାଇଁ ନିର୍ବାଚନୀ ପ୍ରଚାର କରୁଛନ୍ତି। 

ସ୍ଥାନୀୟ ଲାଲ୍ ବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ବିଶାଳ ସାଧାରଣ ସଭାରେ ଉଦବୋଧନ ଦେବେ । ଏଥିରେ ଜିଲ୍ଲା ବିଜେପି ସଭାପତି, ଜିଲ୍ଲା ବିଜେପି ପ୍ରଭାରୀ, କଳାହାଣ୍ଡି ବିଜେପି ସାଂସଦ ପ୍ରାର୍ଥୀ ମାଳବିକା ଦେଓଙ୍କ ସମେତ ଜିଲ୍ଲାର ବିଜେପି ବିଧାୟକ ପ୍ରାର୍ଥୀ ମାନେ ଯୋଗଦେବେ।

ଅଧିକ ପଢ଼ନ୍ତୁ ରାଜନୀତି ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Rajnath arrives in | Argus News