ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା
·1 year ago

ପୁରୀରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସିଂହଦ୍ବାର ନିକଟରେ ପହଞ୍ଚିବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ, ସମ୍ବର୍ଦ୍ଧନା ଦିଆଯାଇଥିଲା । କଡ଼ା ସୁରକ୍ଷାରେ ପୁରୀ ଆସିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ଦର୍ଶନ ପରେ ପୁରୀ ସାଂସଦ ସମ୍ବିତ ପାତ୍ରଙ୍କ ବାସଭବନକୁ ଯିବେ । ସାଙ୍ଗରେ ଅଛନ୍ତି ଦିଲ୍ଲୀର ଉପ-ମୁଖ୍ୟମନ୍ତ୍ରୀ ପରବେଶ ବର୍ମା । ଗତକାଲି ସ୍ବର୍ଗତ ଡାକ୍ତର ଦେବେନ୍ଦ୍ର ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: