Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

Odisha

ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

Banajyotshna Ray
Browse all articles by Banajyotshna Ray
·1 year ago
ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ

ଅର୍ଗସ ବ୍ୟୁରୋ:  ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ.... ବାତ୍ୟା ପ୍ରଭାବିତ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଓ ବଗପାଟିଆରେ ବାତ୍ୟା ସ୍ଥିତି ଅନୁଧ୍ୟାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ l ବାତ୍ୟା ଦାନା ସ୍ଥଳଭାଗ ଅତିକ୍ରମ କରିବାବେଳେ କେନ୍ଦ୍ରାପଡ଼ା ଜିଲ୍ଲାର  ରାଜନଗର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତାଳଚୁଆ ଗ୍ରାମ ଓ ବଗପାଟିଆ ଗ୍ରାମ ସବୁଠାରୁ ଅଧିକ ପ୍ରଭାବିତ ହୋଇଥିଲା l  ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକରେ ଖାଦ୍ୟ, ପାନୀୟ ଏବଂ ସଠିକ ସରକାରୀ ସୁବିଧା ଲୋକମାନଙ୍କୁ ମିଳୁଛି କି ନାହିଁ ତାହାର ତଦାରଖ କରିଛନ୍ତି କନକ ବର୍ଦ୍ଧନ ସିଂହଦେଓ  l

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Deputy Chief Minister Kanak Vardhan Singh Deo assessed the situation of the storm | Argus News