Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News -  ନୀଳାଦ୍ରି ବିଜେ ଯାଏଁ ପୁରୀରେ ରହିବେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ  ଓ ସଂସ୍କୃତି ମନ୍ତ୍ରୀ

Odisha

 ନୀଳାଦ୍ରି ବିଜେ ଯାଏଁ ପୁରୀରେ ରହିବେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ  ଓ ସଂସ୍କୃତି ମନ୍ତ୍ରୀ

Manini Pattanayak
Browse all articles by Manini Pattanayak
·1 year ago
 ନୀଳାଦ୍ରି ବିଜେ ଯାଏଁ ପୁରୀରେ ରହିବେ ଉପ ମୁଖ୍ୟମନ୍ତ୍ରୀ, ଆଇନ ମନ୍ତ୍ରୀ  ଓ ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତି ପରିଡ଼ା, ଆଇନ ମନ୍ତ୍ରୀ  ଓ ସଂସ୍କୃତି ମନ୍ତ୍ରୀଙ୍କୁ କାଲିଠାରୁ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।  ରଥଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ଶ୍ରୁଙ୍ଖଳିତ ହେବ, ସୁନିଶ୍ଚିତ କରିବାକୁ ପରାମର୍ଶ ଦେଇଛନ୍ତି ସିଏମ ।

ନିଳାଦ୍ରୀ ବିଜେ ସରିବା ପର୍ଯ୍ୟନ୍ତ ପୁରୀ ଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ ଏବଂ ଶ୍ରଦ୍ଧାଳୁ ତଥା ଭକ୍ତମାନଙ୍କର କୌଣସି ଅସୁବିଧା ବା  ନହେବ ତାହା ସୁନିଶ୍ଚିତ କରିବାକୁ ଯତ୍ନବାନ ହେବାକୁ  ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ  ଦେଇଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Deputy Chief Minister, Law Minister and Culture Minister will stay in Puri till Niladri Vije | Argus News