Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|

Argus News - ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

Odisha

ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

Sangram Tripathy
Browse all articles by Sangram Tripathy
·1 year ago
ଉପମୁଖ୍ୟମନ୍ତ୍ରୀଙ୍କ ଘୋଷଣା,ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା

ଅର୍ଗସ ବ୍ୟୁରୋ:ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଖୁବ୍‌ ଶୀଘ୍ର ଘୋଷଣା ହେବ ସୁଭଦ୍ରାର ତୃତୀୟ ପର୍ଯ୍ୟାୟ। ଏଥର ବାଦ୍‌ ପଡ଼ିଥିବା ସବୁ ଅଙ୍ଗନବାଡ଼ି କର୍ମୀଙ୍କୁ ମିଳିବ ସୁଭଦ୍ରା। ଖାରଜ ହୋଇଥିବା ୨ ଲକ୍ଷ ୬୭ ହଜାର ଆବେଦନର ରି-ଚେକ୍‌ ହେବ। କେହି ଯେମିତି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରୁ ବଞ୍ଚିତ ନହେବେ ସେ ଦିଗପ୍ରତି ସରକାର ନଜର ରଖିଛନ୍ତି ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ବିଜେପି ସରକାରଙ୍କ ଲୋକାଭିମୁଖୀ ଯୋଜନା ହେଉଛି ସୁଭଦ୍ରା। ପ୍ରତ୍ୟେକ ଗରିବ ମହିଳାଙ୍କୁ ୫୦ ହଜାର ଟଙ୍କା ଲେଖାଏ ଦେବେ ବୋଲି ନିର୍ବାଚନ ସମୟରେ ପ୍ରତିଶ୍ରୁତି ଦେଇଥିଲା ବିଜେପି। ୨୪ ବାଜି ଜିତିବା ପରେ ମୋହନ ସରକାର ତାହା ପାଳନ କରିଛନ୍ତି
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Deputy Chief Minister's announcement, Subadha rupees will be given to Anganwadi workers in the third phase | Argus News