Videos
|
Odisha

କେନ୍ଦୁଝର ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ଧର୍ମେନ୍ଦ୍ର

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
କେନ୍ଦୁଝର ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କଲେ ଧର୍ମେନ୍ଦ୍ର

ଅର୍ଗସ ବ୍ୟୁରୋ : କେନ୍ଦୁଝର ଦୁର୍ଘଟଣାକୁ ନେଇ ଶୋକ ପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ତାରିଣୀ ଦର୍ଶନ ପାଇଁ ଆସୁଥିବା ଏକ ଭ୍ୟାନ ୨୦ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ଟ୍ରକ ସହ ପିଟି ଥିଲା । ଯାହା ଫଳରେ ସେଥିରେ ଥିବା ୮ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ରହିଛି। 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
— Dharmendra Pradhan (@dpradhanbjp) December 1, 2023

ଏହାକୁ ନେଇ ଶୋକ ପ୍ରକାଶ କରିଛନ୍ତି ଧର୍ମେନ୍ଦ୍ର । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ ପରିବାରବର୍ଗ ନିମନ୍ତେ ସମବେଦନା ଜଣାଇଛନ୍ତି । ଏଥିସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । 
ତେବେ ଏହି ଦୁର୍ଘଟଣାରେ ୭ ଜଣ ଆହତ ହୋଇଥିବା ବେଳେ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସମସ୍ତେ ତାରିଣୀ ଦର୍ଶନ ପାଇଁ ଦିଗପହଣ୍ଡିରୁ ଆସିଥିବା ସୂଚନା ରହିଛି। 
 

Sponsored
Dharmendra expressed grief over the accident | Argus News