Videos
|
Odisha

ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର

Manini Pattanayak
Browse all articles by Manini Pattanayak
·1 year ago
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର

 ଭୁବନେଶ୍ୱର:  ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗେ ସମ୍ବଲପୁର ଗସ୍ତ କରିବେ।

ଆସନ୍ତାକାଲି ନୂଆଁଖାଇ ଅବସରରେ ମାଆ ସମଲେଶ୍ବରୀଙ୍କ ଦର୍ଶନ କରିବେ। ସମ୍ବଲପୁରରେ ଆୟୋଜିତ ବିଭିନ୍ନ ଭେଟଘାଟ୍ କାର୍ଯ୍ୟକ୍ରମରେ ସାମିଲ ହେବେ। ସିଏମ୍ କିଷାନ ଯୋଜନା ଶୁଭାରମ୍ଭ କାର୍ଯ୍ୟକ୍ରମରେ ଯୋଗ ଦେବେ। 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Union Education Minister Dharmendra Pradhan is on a three-day visit to Odisha. | Argus News