Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ସ୍ୱର୍ଗତ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି: ଧର୍ମେନ୍ଦ୍ର

Banajyotshna Ray
Browse all articles by Banajyotshna Ray
·1 year ago
ସ୍ୱର୍ଗତ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି: ଧର୍ମେନ୍ଦ୍ର

ଅର୍ଗସ ବ୍ୟୁରୋ:  ଆଜି ସମ୍ୱଲପୁରୀ ଦିନ୍ । ଗୁରୁ ସତ୍ୟନାରାୟଣ ବହିଦାରଙ୍କ ସ୍ମୃତିରେ ପ୍ରତି ବର୍ଷ ଅଗଷ୍ଟ ୧ରେ ପାଳନ ହୁଏ ସମ୍ବଲପୁରୀ ଦିବସ । ଏହି ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ସମ୍ବଲପୁର ସାଂସଦ ତଥା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୋସିଆଲ ମିଡିଆ `X'ରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ସମ୍ବଲପୁରୀ ସାହିତ୍ୟର ପ୍ରଖ୍ୟାତ ସାଧକ ସ୍ୱର୍ଗତ ଗୁରୁ ଶ୍ରୀ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ସମ୍ବଲପୁରୀ ଭାଷା, ସଂସ୍କୃତି ଏବଂ ସାହିତ୍ୟର ଗରିମା ବୃଦ୍ଧି କରିବାରେ ତାଙ୍କର ତ୍ୟାଗ ଓ ବଳିଦାନ ଚିର ସ୍ମରଣୀୟ ହୋଇ ରହିବ ବୋଲି ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dharmendra Pradhan greets everyone on the occasion of 'Sambalpuri Din' | Argus News