Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

Manini Pattanayak
Browse all articles by Manini Pattanayak
·2 years ago
ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରାରେ  ସାମିଲ ହେଲେ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର: ସମ୍ବଲପୁରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା । ଏଥିରେ ସାମିଲ ହୋଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ବୀର ଛବିଳ ସାମସାଏଙ୍କ ସହ 56 ସ୍ବାଧୀନତା ସଂଗ୍ରାମୀକୁ ଦେବେ ସମ୍ମାନ ଶ୍ରଦ୍ଧାଞ୍ଜଳି ।

ଏହାସହ 1857 ମସିହାରେ କୁଦପାଲି ରଣଭୂମିରେ ସହିଦ ହୋଇଥିବା ବୀର ଛବିଳ ସାଏ ଓ 56 ସ୍ବାଧୀନତା ସଂଗ୍ରାମୀଙ୍କୁ ସମ୍ମାନ ଶ୍ରଦ୍ଧାଞ୍ଜଳି ଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଛତିଶଗଡ଼ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ I 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Dharmendra Pradhan participates in the huge tiranga procession in sambalpur | Argus News