Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ରାଜଭବନ ରାଜନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନଙ୍କ ପ୍ରତିକ୍ରିୟା

Smruti Parija
Browse all articles by Smruti Parija
·1 year ago
ରାଜଭବନ ରାଜନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର: ରାଜଭବନ ରାଜନୀତିକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର  ପ୍ରଧାନଙ୍କ ପ୍ରତିକ୍ରିୟା । ରାଜ୍ୟପାଳଙ୍କ ଅଫିସ ମର୍ଯ୍ୟାଦା ସମ୍ପନ୍ନ କାର୍ଯ୍ୟାଳୟ । ଯେତେବେଳେ କିଛି ଲୋକଙ୍କ ମନରେ ହତାଶ ଭାବ ଆସିଯାଏ, ଯେଉଁମାନେ ଅଗଣତାନ୍ତ୍ରିକ, ଯେଉଁ ମାନେ ପରାଜୟକୁ ସ୍ବୀକାର କରି ପାରୁନାହାନ୍ତି, ସେମାନେ ଏଭଳି ମନ୍ତବ୍ୟ ଦେଉଛନ୍ତି ।  ଓଡ଼ିଆ ଲୋକ ତ ନିଷ୍ପତି ନେଲେ । ତାକୁ ମୁଣ୍ଡ ପାତି ସ୍ବୀକାର କରନ୍ତୁ । ସରକାରଙ୍କ ଦୋଷ ତ୍ରୁଟିକୁ ଲୋକଙ୍କ ସାମ୍ନାକୁ ଆଣିବା ତାଙ୍କର ଦାୟିତ୍ୱ । କିନ୍ତୁ ତାଙ୍କ ହତାଶ ଭାବକୁ ରାଜଭବନ ଆଡକୁ ନମୁହାଁନ୍ତୁ ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ।
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
dharmendra-pradhan-reaction-over-rajbhaban-politics | Argus News