ବମପରଡ଼ା ସାଧାରଣ ସଭାରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ
·1 year ago

ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେବଗଡ଼ ଜିଲ୍ଲା ଗସ୍ତ । ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବମପରଡ଼ାଠାରେ ସାଧାରଣ ସଭାରେ ଯୋଗ ଦେବେ।ଲୋକସଭା ପ୍ରାର୍ଥୀ ଭାବେ ଏବଂ ବିଧାନ ସଭା ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିବେ।ଏହି ସଭା ୧୧ଟା ୪୫ସମୟରେ ଆରମ୍ଭ ହେବ। ମେ ୨୫ରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ। ଯାହାକୁ ଦୃଷ୍ଟିରେ ରଖି ବିଜେପି ତାର ମୁଦ୍ଦାକୁ ନେଇ ଭୋଟରଙ୍କ ପାଖକୁ ଯାଉଛି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: