Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

'ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଉତ୍କଳ ଦିବସ’ର ଅଭିନନ୍ଦନ'

Smruti Parija
Browse all articles by Smruti Parija
·2 years ago·1 min read
'ପ୍ରତ୍ୟେକ ଓଡ଼ିଆ ଭାଇ ଭଉଣୀମାନଙ୍କୁ 'ଉତ୍କଳ ଦିବସ’ର ଅଭିନନ୍ଦନ'

ଭୁବନେଶ୍ୱର: ଉତ୍କଳ ଦିବସ ଉପଲକ୍ଷେ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଓଡ଼ିଶାର ସମସ୍ତ ଭାଇ ଭଉଣୀ ତଥା ବିଶ୍ୱର କୋଣ ଅନୁକୋଣରେ ବସବାସ କରୁଥିବା ପ୍ରତ୍ୟେକ ଓଡ଼ିଆଙ୍କୁ 'ଉତ୍କଳ ଦିବସ'ର ହାର୍ଦ୍ଦିକ ଶୁଭକାମନା ।


 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:

ଆଜିର ଅବସରରେ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାନ ସଂଗ୍ରାମୀଙ୍କୁ ପ୍ରଣାମ ଜଣାଉଛି । ଏହି ବିଶେଷ ଦିନ ଆମର ସଂସ୍କୃତି, ପରମ୍ପରା ଏବଂ ଐତିହ୍ୟକୁ ପାଳନ କରିବାର ମହାନ ଅବସର । ଆସନ୍ତୁ, ଆମେ ସମସ୍ତେ ଓଡ଼ିଶାର ଅସ୍ମିତା ଓ ସ୍ଵାଭିମାନକୁ ସୁରକ୍ଷିତ ରଖିବା ସହ ଆମ ସଂସ୍କୃତିକୁ ଆଗକୁ ନେବା ପାଇଁ ସଂକଳ୍ପ ନେବା ଏବଂ  ବିକଶିତ ଓଡ଼ିଶା ଗଠନ ପାଇଁ ସାମୂହିକ ଉଦ୍ୟମ କରିବା ପାଇଁ ଶପଥ ନେବା ବୋଲି କହିଛନ୍ତି କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ ଏକ୍ସ ପ୍ଲାଟଫର୍ମରେ ଟୁଇଟ ଏବଂ ଭିଡିଓ ଯୋଗେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । 


 

Sponsored
dharmendra-pradhan-wishes-on-odisha-foundation-day | Argus News