Videos
|
Odisha

ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ନିର୍ବାଚନୀ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

Banajyotshna Ray
Browse all articles by Banajyotshna Ray
·2 years ago
ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ନିର୍ବାଚନୀ ପ୍ରଚାର ଆରମ୍ଭ କଲେ ଧର୍ମେନ୍ଦ୍ର

ଅର୍ଗସ ବ୍ୟୁରୋ:  ସମ୍ବଲପୁରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜୋରଦାର ପ୍ରଚାର । ଆଜି ସ୍ୱାଧୀନତା ସଂଗ୍ରାମୀ ପଣ୍ଡିତ ଲକ୍ଷ୍ମୀ ନାରାୟଣ ମିଶ୍ରଙ୍କ ଜନ୍ମ ଜୟନ୍ତୀ ଅବସରରେ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଆଜିର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି ।  ଆଜି ସକାଳୁ ସକାଳୁ ମେଘୁଆ ପାଗରେ ସମ୍ବଲପୁରର ଚର୍ଚ୍ଚ ଛକ ନିକଟରେ ପହଁଚି ସ୍ୱାଧୀନତାସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିଥିଲେ । ଏହାସହ କିଛି ଲୋକଙ୍କ ସହ ସେଲ୍‌ଫି ଉଠାଇଥିଲେ କେନ୍ଦ୍ରମନ୍ତ୍ରୀ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Dharmendra started election campaign by garlanding statues of freedom fighters | Argus News