Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି

Odisha

ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି

Smruti Parija
Browse all articles by Smruti Parija
·2 years ago
ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି

ପୁରୀ: ପୁରୀର ବିଭିନ୍ନ ଅଞ୍ଚଳରେ ବ୍ୟାପୁଛି ଝାଡ଼ାବାନ୍ତି । ବାଲିସାହି ବାରାହୀ ଲେନ୍ ରେ ଝାଡାବାନ୍ତି ଆତଙ୍କ ବଢ଼ିବାରେ ଲାଗିଛି । ଏବେ ସୁଦ୍ଧା ଝାଡାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଆହୁରି ଅନେକ ଆକ୍ରାନ୍ତ ହୋଇଛନ୍ତି । ପାଣି ପାଇଁ ଡାଇରିଆ ବ୍ୟାପୁଥିବା ଅଭିଯୋଗ ହୋଇଛି । ପାଇପ୍ ପାଖରେ ନଳା ଥିବାରୁ ପାଇପ୍ ଲିକେଜ୍ ହୋଇଥିବା ଆଶଙ୍କା କରୁଛନ୍ତି ସ୍ଥାନୀୟ ବାସୀନ୍ଦା । ତେବେ ଜନସ୍ୱାସ୍ଥ୍ୟ ବିଭାଗ କିମ୍ବା ପ୍ରଶାସନିକ ଅଧିକାରୀମାନେ ଏପର୍ଯ୍ୟନ୍ତ ଘଟଣାସ୍ଥଳରେ ପହଞ୍ଚି ନଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ।
 

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
Diarrhea-spreads-in-different-areas-of-puri | Argus News