Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ DIC ଜିଏମ୍ ଙ୍କୁ ଧରିଲା ଭିଜିଲାନ୍ସ

Smruti parija
Browse all articles by Smruti parija
·1 year ago
୫ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ DIC ଜିଏମ୍ ଙ୍କୁ ଧରିଲା ଭିଜିଲାନ୍ସ

Key Points

ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ ।

ସୁବର୍ଣ୍ଣପୁର: ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଶିଳ୍ପ କେନ୍ଦ୍ରର ଜେନେରାଲ ମ୍ୟାନେଜର ବିପିନ କୁମାର ଦେହୁରୀ । ହିତାଧିକାରୀ ସୁନିଲ କୁମାର ମିଶ୍ରଙ୍କ ଠାରୁ ପିଏମଇଜିପି ଋଣ କରାଇ ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରିଲା ଭିଜିଲାନ୍ସ ବିଭାଗ । ନିଜ କାର୍ଯ୍ୟଳୟରେ ସୁନିଲଙ୍କ ଠାରୁ ଟଙ୍କା ନେଉ ଥିବାବେଳେ ପୂର୍ବ ଯୋଜନା ମୁତାବକ ଭିଜିଲାନ୍ସ ଟିମ୍ ଚଢାଉ କରିଥିଲେ । ଏବେ ଭିଜିଲାନ୍ସ ବିଭାଗ ବିପିନ ଦେହୁରୀଙ୍କ ତିନୋଟି ସ୍ଥାନରେ ରେଡ କରୁଥିବା ସୂଚନା ମିଳିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Vigilance catches DIC GM while taking bribe of Rs. 5,000 | Argus News