School Closed / ଜିଲ୍ଲାପାଳଙ୍କ ବଡ଼ ଘୋଷଣା, ୨୦ ଓ ୨୧ ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
·59 mins ago·1 min read

Key Points
ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି
ବାତ୍ୟା ‘ଅକଭାନ’କୁ ଦୃଷ୍ଟିରେ ରଖି ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ବାତ୍ୟାର ସମ୍ଭାବ୍ୟ ପ୍ରଭାବ ଏବଂ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଆଖି ଆଗରେ ରଖି ନୂଆପଡ଼ା ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଦୁଇ ଦିନ ପାଇଁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଜାରି ହୋଇଛି।
ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶ ଅନୁଯାୟୀ, ନଭେମ୍ବର ୨୦ ଓ ୨୧ ତାରିଖ ଦୁଇ ଦିନ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ବାତ୍ୟାଜନିତ ସମ୍ଭାବ୍ୟ ପାଣିପାଗ ପରିସ୍ଥିତିରେ ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷା କର୍ମଚାରୀଙ୍କ ସୁରକ୍ଷାକୁ ପ୍ରାଥମିକତା ଦେଇ ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି।
ଏହି ଘୋଷଣା ପରେ ନୂଆପଡ଼ା ଜିଲ୍ଲାର ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଧାରିତ ଦୁଇ ଦିନ ପାଇଁ ଶିକ୍ଷାନୁଷ୍ଠାନ ଛୁଟି ରହିବା ସମ୍ପର୍କରେ ସୂଚନା ମିଳିଛି। ତେବେ ବାତ୍ୟା ପରିସ୍ଥିତିକୁ ନେଇ ଜିଲ୍ଲାବାସୀଙ୍କୁ ସତର୍କ ରହିବା ସହ ପ୍ରଶାସନ ପକ୍ଷରୁ ଜାରି ହେଉଥିବା ନିର୍ଦ୍ଦେଶ ଓ ପରାମର୍ଶ ପାଳନ କରିବାକୁ ଅନୁରୋଧ କରାଯାଉଛି।

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories