ଆଖି ଅପରେସନ ପାଇଁ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ
·2 years ago

ସୁବର୍ଣ୍ଣପୁର: ଭିଜିଲାନ୍ସ ହାତରେ ଧରାପଡିଲେ ଡାକ୍ତର । ଆଖି ଅପରେସନ ପାଇଁ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ି ବସିଲା ଭିଜିଲାନ୍ସ। ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚକ୍ଷୁ ଡାକ୍ତର ସଂଜୀବ କୁମାର କର ଜଣେ ରୋଗୀଙ୍କ ମୋତିଆ ବିନ୍ଧୁ ଅପରେସନ ପାଇଁ ୫ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ରେଡ୍ ହେଣ୍ଡେଡ ଧରା ପଡିଛନ୍ତି ସୁବର୍ଣ୍ଣପୁର ଭିଜିଲାନ୍ସ ହାତରେ ।
ଡାକ୍ତର ସଞ୍ଜୀବ କରଙ୍କ ବଲାଙ୍ଗୀର ସୁଦପଡା ସ୍ଥିତ ନିଜ ବାସଭବନ ଓ ସୁବର୍ଣ୍ଣପୁର ସହର ସ୍ଥିତ ସରକାରୀ ବାସ ଭବନରେ ବର୍ତ୍ତମାନ ତଲାସୀ ଚାଲିଥିବା ସୂଚନା ଦେଇଛି ଭିଜିଲାନ୍ସ ବିଭାଗ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: