Videos
|
Odisha

ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଭାଗର ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପ୍ରତିକ୍ରିୟା

Banajyotshna Ray
Browse all articles by Banajyotshna Ray
·2 years ago
ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଭାଗର ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପ୍ରତିକ୍ରିୟା

ଅର୍ଗସ ବ୍ୟୁରୋ:  ଆସନ୍ତାକାଲିଠୁ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ଲଘୁଚାପ ନେଇ ଭାରତୀୟ ପାଣିପାଗ ବିଭାଗର ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପ୍ରତିକ୍ରିୟା। ଅବପାତ ପ୍ରଭାବ ଓଡ଼ିଶାକୁ ବେଶୀ ନଥିବା କହିଲେ IMD ଡିଜି। ଆସନ୍ତାକାଲି ସକାଳେ ଗଭୀର ଅବପାତ ରୂପ ନେଇପାରେ। ଆନ୍ଧ୍ର ଉପକୂଳରୁ ଦୂରରେ ଉତ୍ତର- ଉତ୍ତର ପୂର୍ବ ଦିଗକୁ ଗତି କରିବ ଅବପାତ। ପ୍ରଭାବରେ ଆଜି ସନ୍ଧ୍ୟାରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା। ଆସନ୍ତାକାଲି ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମ ବର୍ଷା ସମ୍ଭାବନା। ଆସନ୍ତା ୧୭ ତାରିଖରେ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା। ସମୁଦ୍ର ଅଶାନ୍ତ ଥିବାରୁ ୧୮ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ବାରଣ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Dr. Mrutyunjay Mohapatra response to low pressure | Argus News