Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

Banajyotshna Ray
Browse all articles by Banajyotshna Ray
·1 year ago
ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ, ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ

ଅର୍ଗସ ବ୍ୟୁରୋ:  ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ। ପାରିବାରିକ କଳହରୁ ସ୍ତ୍ରୀ ର ଗଳା କାଟି ହତ୍ୟା କଲା ସ୍ବାମୀ। କନ୍ଧମାଳ ବାଲିଗୁଡ଼ାରେ ଘଟିଛି ଏଭଳି ଅଘଟଣ । ବ୍ୟାଙ୍କରୁ ଟଙ୍କା ଉଠାଣକୁ ନେଇ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିଲା ବଚସା । ତେବେ ସ୍ତ୍ରୀ ମଧୁମତି ବେହେରଦଲାଇକୁ ଖଣ୍ଡ ଖଣ୍ଡ କରି କାଟି ପକାଇଥିଲା ନିଶାସକ୍ତ ସ୍ବାମୀ ଚନ୍ଦ୍ରକାନ୍ତ ବେହେରାଦଲାଇ । ଘଟଣାସ୍ଥଳରେ ତୁମୁଡ଼ିବନ୍ଧ ପୁଲିସ ଓ ସାଇଣ୍ଟିଫିକ ଟିମ୍ ପହଞ୍ଚି ଛାନ ଭିନ ଆରମ୍ଭ କରିଛନ୍ତି । ଏଖବର ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Drunk husband , killed his wife | Argus News