ଏପ୍ରିଲ 3 ରେ ସରିବ ଓଡିଶାର 3 ସାଂସଦଙ୍କ କାର୍ଯ୍ୟକାଳ
·2 years ago

ଅର୍ଗସ ବ୍ୟୁରୋ: ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି। ଓଡ଼ିଶାର 3ଟି ଆସନ ପାଇଁ ବିଜ୍ଞପ୍ତି । ଫେବୃଆରୀ 27ରେ ନିର୍ବାଚନ । ନିର୍ବାଚନ ପାଇଁ ତାରିଖ ଘୋଷଣା କଲେ ନିର୍ବାଚନ କମିଶନ । ନିର୍ବାଚନ ପାଇଁ ଫେବୃଆରୀ 8 ରେ ବିଧିବଦ୍ଧ ଭାବେ ପ୍ରକାଶ ପାଇବ ବିଜ୍ଞପ୍ତି । ଫେବୃଆରୀ 15ରେ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ପେବୃଆରୀ 16ରେ ଯାଞ୍ଚ, 20 ସୁଦ୍ଧା ନାମାଙ୍କନ ପ୍ରତ୍ୟାହାର । ଏପ୍ରିଲ 3 ରେ ଓଡିଶାର 3 ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ, ପ୍ରଶାନ୍ତ ନନ୍ଦ, ଅଶ୍ୱିନୀ ବୈଷ୍ଣବଙ୍କ କାର୍ଯ୍ୟକାଳ ସରିବ ।
ଆହୁରି ପଢନ୍ତୁ ଓଡିଶା ଖବର...
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
