କେଉଁ ଘଟଣା ନେଇ ED ରେଡ୍ କରୁଛି କିଛି ସ୍ପଷ୍ଟ ହୋଇନି। ED ରେଡ୍ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର

ଅର୍ଗସ ବ୍ୟୁରୋ: ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ED ରେଡ୍। ଭୁବନେଶ୍ବର ନୟାପଲ୍ଲୀ ସ୍ଥିତ ବାସଭବନରେ ଚାଲିଛି ରେଡ୍।
କେଉଁ ଘଟଣା ନେଇ ED ରେଡ୍ କରୁଛି କିଛି ସ୍ପଷ୍ଟ ହୋଇନି। ED ରେଡ୍ ନେଇ ନିରଞ୍ଜନଙ୍କ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ଅଧିକ ପଢ଼ନ୍ତୁ ଓଡ଼ିଶା ଖବର