Videos
|
Odisha

ପୁଅର ମୃତ୍ୟୁ ପରେ ଶରୀର ଦାନ କଲେ ପରିବାର ଲୋକେ

Manini Pattanayak
Browse all articles by Manini Pattanayak
·2 years ago
ପୁଅର ମୃତ୍ୟୁ ପରେ ଶରୀର ଦାନ କଲେ ପରିବାର ଲୋକେ

 କଟକ:  ଅଙ୍ଗଦାନ କରି ଅମର ହୋଇଗଲା ଆଠ ବର୍ଷର ସୁବୋଜିତ। ପୁଅର ମୃତ୍ୟୁ ପରେ ଶରୀର ଦାନ କଲେ ପରିବାର ଲୋକେ। ଭୁବନେଶ୍ଵର କଳ୍ପନା ଅଞ୍ଚଳର ତୃତୀୟ ଶ୍ରେଣୀର ଛାତ୍ର ସୁବୋଜିତ ମସ୍ତିଷ୍କ ରୋଗରେ ପୀଡିତ ହୋଇ ତିନିଦିନ ଧରି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।

ଗତକାଲି ତାଙ୍କର ବ୍ରେନ୍ ଡେଡ ଘୋଷଣା ହେବା ପରେ ପରିବାର ଲୋକେ ପୁଅର ଅଙ୍ଗଦାନ ପାଇଁ ଇଚ୍ଛା ପ୍ରକାଶ କରି ଅଙ୍ଗଦାନ ସମିତି ସହ ଯୋଗାଯୋଗ କରିଥିଲେ।ଆଜି ଆପୋଲୋ ହସ୍ପିଟାଲରେ ଶରୀର ଦାନ କରାଯିବ। 

ଅଧିକ ପଢନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Eight-year-old Subojit became immortal after donating his organs. After the death of the son, the family members donated the body. | Argus News