ଓଡ଼ିଶାର ୮ ଅଧିକାରୀଙ୍କୁ ବଦଳି କରିବାକୁ ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ
·2 years ago

ଅର୍ଗସ ବ୍ୟୁରୋ : ରାଜ୍ୟରେ ବଦଳିଲେ ୨ ଜିଲ୍ଲାପାଳ, ୫ ଏସପି ଓ ଜଣେ ଆଇଜି । ଓଡ଼ିଶାର ୮ ଅଧିକାରୀଙ୍କୁ ତୁରନ୍ତ ହଟାଇବାକୁ ଭାରତର ନିର୍ବାଚନ କମିସନ ନିର୍ଦ୍ଦେଶ । ଏଥିରେ କଟକ ଜିଲ୍ଲାପାଳ ବିନିତ ଭରଦ୍ବାଜ, ଜଗତସିଂହପୁର ଜିଲ୍ଲାପାଳ ପାରୁଲ ପଟୱାରୀ, ଅନୁଗୁଳ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ସୁଧାଂଶୁଶେଖର ମିଶ୍ର, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ସରବଣା ବିବେକ, ଖୋର୍ଦ୍ଧା ଆରକ୍ଷୀ ଅଧୀକ୍ଷକ ଯୁଗଳ କିଶୋର ବନୋଥ୍, ରାଉରକେଲା ଆରକ୍ଷୀ ଅଧୀକ୍ଷକ ମିତ୍ରଭାନୁ ମହାପାତ୍ର, ସୁନ୍ଦରଗଡ଼ ଆରକ୍ଷୀ ଅଧୀକ୍ଷକ କୱଁର ବିଶାଲ ସିଂହ ଏବଂ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ କୁମାର ସିଂହଙ୍କୁ ତୁରନ୍ତ ଦାୟିତ୍ବରୁ ହଟାଇବାକୁ କୁହାଯାଇଛି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: