ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
·2 years ago

ବରଗଡ଼ : ବରଗଡ଼ରେ ନିର୍ବାଚନୀ ହିଂସା । ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲି ରେ ହତ୍ୟା । ବରଗଡ଼ ସଦର ଥାନା ସରସରା ଗାଁରେ ଭୁଜାଲି ରେ ଆକ୍ରମଣ କରି ବିଜେପି କର୍ମୀଙ୍କୁ ହତ୍ୟା । ମୃତ ଯୁବକ ଜଣକ ସରସରା ହାଇସ୍କୁଲ ପଡ଼ାର ୩୫ ବର୍ଷୀୟ ବିଶ୍ଵନାଥ ମିର୍ଦ୍ଧା । ବିଶ୍ଵନାଥ ମିର୍ଦ୍ଧା ଜଣେ ଅଟୋ ଚାଳକ ।
ଭୋଟ ଚାଲିଥିବା ବେଳେ ସରସରା ଗାଁ ମୁଣ୍ଡ ରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ସୂଚନା । ଚିକିତ୍ସାଧୀନ ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମୃତ୍ୟୁ ହୋଇଥିବା ସୂଚନା ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: