Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଖଲ୍ଲିକୋଟରେ ନିର୍ବାଚନୀ ହିଂସା: ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Ritu Das
Browse all articles by Ritu Das
·2 years ago
ଖଲ୍ଲିକୋଟରେ ନିର୍ବାଚନୀ ହିଂସା: ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଅର୍ଗସ ବ୍ୟୁରୋ: ଖଲ୍ଲିକୋଟରେ ପ୍ରାକ ନିର୍ବାଚନ ହିଂସାକୁ ନେଇ ଉଦବେଗ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଘଟଣାରେ ଦୁଃଖପ୍ରକାଶ କରିବା ସହ ନବୀନ କହିଛନ୍ତି, ଗଣତନ୍ତ୍ରରେ ଏଭଳି ହିଂସାର ସ୍ଥାନ ନାହିଁ । 

ବିଜେଡି କର୍ମୀଙ୍କ ସଂଘବଦ୍ଧ ଆକ୍ରମଣରେ ବିଜେପି କର୍ମୀଙ୍କ ମୃତ୍ୟୁ ଅଭିଯୋଗ

ଏହି ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଛନ୍ତି ଏବଂ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏହି ଘଟଣାରେ ଜଡିତ ଥିବା ବ୍ୟକ୍ତିଙ୍କ ଉପରେ ପୋଲିସ କଡା କାର୍ଯ୍ୟାନୁଷ୍ଠାନ ନେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Election violence in | Argus News