Videos
|
Odisha

ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଁଚିବ ବିଜୁଳି

Rashmita Mishra
Browse all articles by Rashmita Mishra
·1 year ago
ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଁଚିବ ବିଜୁଳି

ଅର୍ଗସ ବ୍ୟୁରୋ: ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଁଚିବ ବିଜୁଳି । ବିଦ୍ୟୁତ କରଣ ହୋଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ଧାର୍ଯ୍ୟ କରିଛନ୍ତି ରାଜ୍ୟ ସରକାର । ସବୁ ଘରକୁ ବିଜୁଳି ଯୋଗାଇବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମ ମାନଙ୍କୁ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ବିଧାନସଭାରେ ଏ ଘୋଷଣା କରିଛନ୍ତି ଶକ୍ତି ମନ୍ତ୍ରୀ । କଂଗ୍ରେସ ବିଧାୟକ ପବିତ୍ର ସାଉଁଟାଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ଶକ୍ତି ମନ୍ତ୍ରୀ କେ.ଭି ସିଂ ଦେଓ

 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Electricity will reach every home of the state by the end of September | Argus News