ଛତିଶଗଡ଼ ସୁକମାରେ ଏନକାଉଣ୍ଟର , ଜଣେ ମାଓବାଦୀ ମୃତ
·2 years ago

ମାଲକାନଗିରି : ଛତିଶଗଡ଼ ସୁକମାରେ ଏନକାଉଣ୍ଟର । ବଡ଼ଧରଣର ମାଓ ଶିବିର ଉପରେ DRG ଯବାନଙ୍କ ଚଢ଼ଉ । ଟେଟରାଇ ତେଲନାଇ ଜଙ୍ଗଲରେ ଚାଲିଥିଲା ମାଓ ଶିବିର । ଶୁକମାରେ DRG ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳବିନିମୟ ।
ଅଧିକ ପଢନ୍ତୁ ଓଡିଶା ଖବର
ଗୁଳବିନିମୟରେ ଜଣେ ହର୍ଡକୋର ମାଓବାଦୀ ମୃତ । ବର୍ତ୍ତମାନ ମଧ୍ୟ ଗୁଳିବିନିମୟ ଚାଲିଥିବା କଥା SP କିରଣ ଚୌହାନ ସୂଚନା ଦେଇଛନ୍ତି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: