ଛତିଶଗଡ ସୁକମାରେ ଏନକାଉଣ୍ଟର , ଜଣେ ନକ୍ସଲ ନିହତ
·2 years ago

ରାୟଗଡା: ଛତିଶଗଡ ସୁକମାରେ ଏନକାଉଣ୍ଟର । ଏଥିରେ ଜଣେ ମାଓବାଦୀର ମୃତ୍ୟୁ ହୋଇଛି । ମାଓବାଦୀମାନେ ଲୁଚିଥିବା ଖବର ପାଇଁ ସୁରକ୍ଷାକର୍ମୀମାନେ ଆରମ୍ଭ କରିଥିଲେ ଅପରେସନ୍ ।
ଘଟଣାସ୍ଥଳରୁ ଜଣେ ମାଓବାଦୀଙ୍କ ମୃତଦେହ ସହ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ ହୋଇଛି । ଏବେ ବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ୍ ଚାଲିଥିବା ସୁକମା ଏସପି କିରଣ ଚୌହାନ ସୂଚନା ଦେଇଛନ୍ତି ।
ଅଧିକ ପଢନ୍ତୁ ଓଡ଼ିଶା ଖବର
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
