Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର: ଅଫିସ ସମେତ ୨୦ ସ୍ଥାନରେ ଚଢ଼ାଉ

Ritu Das
Browse all articles by Ritu Das
·1 year ago
ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର: ଅଫିସ ସମେତ ୨୦ ସ୍ଥାନରେ ଚଢ଼ାଉ

ଅର୍ଗସ ବ୍ୟୁରୋ: ଭିଜିଲାନ୍ସ ଜାଲରେ ଅବକାରୀ ଯୁଗ୍ମ କମିଶନର। ରାମଚନ୍ଦ୍ର ମିଶ୍ରଙ୍କ ୧୦ଟି ଠିକଣାରେ ଚଢ଼ାଉ କରୁଛି ଭିଜିଲାନ୍ସ। ରାମଚନ୍ଦ୍ରଙ୍କ ଅଫିସ ସମେତ ଭୁବନେଶ୍ୱର, ସୋନପୁର, ବଲାଙ୍ଗୀରର ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରହିଛି। 

ଆୟଠୁ ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ରେଡ୍। ଚଢ଼ାଉରେ ୧୦ ଜଣ ଡିଏସପି, ୧୫ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:


 

Sponsored
excise joint commissioner | Argus News