Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଅଙ୍ଗନୱାଡ଼ି କର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

Manini Pattanayak
Browse all articles by Manini Pattanayak
·1 year ago
ଅଙ୍ଗନୱାଡ଼ି କର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

କଟକ:  ଅଙ୍ଗନୱାଡ଼ି କର୍ମୀଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ।  ବାଙ୍କୀ ବ୍ଲକ୍ ଅନୁଆରୀ ଅଙ୍ଗନୱାଡ଼ି କେନ୍ଦ୍ରର କର୍ମୀ ସକାଳୁ ନିଜ ଘର ଧଳାପଥରରୁ ସ୍କୁଟିରେ ଅଙ୍ଗନୱାଡ଼ି କେନ୍ଦ୍ରକୁ ଯାଉଥିବା ବେଳେ ବରପୁଟ କାଜୁ ଜଙ୍ଗଲ ନିକଟରେ ଦୁର୍ବୃତ୍ତ ମାନେ ଆକ୍ରମଣ କରିଥିଲେ।

ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ଯୋଗେ ଖୋର୍ଦ୍ଧା ଡାକ୍ତରଖାନାକୁ ଚିକିତ୍ସା ପାଇଁ ପଠାଇଯାଇଛି।  ବୈଦେଶ୍ୱର୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। 

ଅଧିକ ପଢନ୍ତୁ  ଓଡ଼ିଶା ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fatal attack on anglers with sharp weapons | Argus News