Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , ଚାଲିଗଲା ୨ ଜୀବନ

Swayangprajna Mishra
Browse all articles by Swayangprajna Mishra
·2 years ago
ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା , ଚାଲିଗଲା ୨ ଜୀବନ

ଭୁବନେଶ୍ବର : ଭୁବନେଶ୍ବର ପଳାଶୁଣି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁର୍ଘଟଣାରେ 2 ମୃତ । ରାସ୍ତା ପାର ହେଉଥିବା ସମୟରେ ଦ୍ରୁତ ଗତିରେ ଆସି ମହିଳାଙ୍କୁ ପିଟିଲା ଟ୍ରକ । ଘଟଣାସ୍ଥଳରେ 2ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଦୁର୍ଘଟଣା ଘଟାଇ ଗାଡି ଫେରାର ହୋଇଥିବା ବେଳେ ପୋଲିସ ଏନେଇ ତଦନ୍ତ ଜାରି ରଖିଛି । 

ଅଧିକ ପଢନ୍ତୁ ଓଡିଶା ଖବର

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fatal road accident at Palasuni road, 2 death | Argus News