Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ପରିବାରର ୪ ମୃତ

Odisha

ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ପରିବାରର ୪ ମୃତ

Ritu Das
Browse all articles by Ritu Das
·2 years ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ପରିବାରର ୪ ମୃତ

ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଛି।  ହାଇୱା-ପଲସର ମୁହାଁ ମୁହିଁ ଧକ୍କା ହେବାରୁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିଲା। ଏକ ପଲସରରେ ୪ଜଣ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି। 

ଗୋଟିଏ ପରିବାରର ୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ପ୍ରଥମେ ୨ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପରେ ଡାକ୍ତରଖାନାରେ ଅନ୍ୟ ୨ଜଣଙ୍କ ମୃତ୍ୟୁ ହୋଇଛି। ବାପା, ମା, ପୁଅ, ଝିଅ ୪ଜଣ ଯାକ ଏକାସାଙ୍ଗେ ଚାଲିଗଲେ। ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ପ୍ରତିବାଦ କରିଥିବାବେଳେ ଶୋକର ଛାୟା ଖେଳିଯାଇଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fatal road accident | Argus News