Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Odisha

ଓଡ଼ିଶାକୁ ବାତ୍ୟା ଭୟ,ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ:ଯୋଗାଣ ମନ୍ତ୍ରୀ

Sangram Tripathy
Browse all articles by Sangram Tripathy
·1 year ago
ଓଡ଼ିଶାକୁ ବାତ୍ୟା ଭୟ,ଅତ୍ୟାବଶ୍ୟକ ସାମଗ୍ରୀ କଳାବଜାରୀ କଲେ କାର୍ଯ୍ୟାନୁଷ୍ଠାନ:ଯୋଗାଣ ମନ୍ତ୍ରୀ

ଅର୍ଗସ ବ୍ୟୁରୋ:୨୩ରେ ବାତ୍ୟା,୨୪ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବା ସମ୍ଭାବନା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ହେବ ଅତି ପ୍ରବଳ ବର୍ଷା। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର ଜିଲ୍ଲାକୁ ରେଡ୍ ଆଲର୍ଟ। ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଜୋରଦାର ପ୍ରସ୍ତୁତି। ବାତ୍ୟା ଆଶ୍ରୟସ୍ଥଳୀ ପ୍ରସ୍ତୁତ ରଖିବା ସହ ସତର୍କ ରହିବାକୁ ସବୁ ବିଭାଗକୁ ନିର୍ଦ୍ଦେଶ। ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ SRCଙ୍କ ନିର୍ଦ୍ଦେଶ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ କଲେ ବାରଣ।ସେପଟେ  ଆଲର୍ଟ ମୋଡରେ ଓଡ୍ରାଫ୍ ଓ NDRF,ସବୁ ବିଭାଗର ଅଧିକାରୀଙ୍କ ସହ ଆଲୋଚନା କଲେ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ଅତ୍ୟାବଶ୍ୟକ ସାମଗ୍ରୀର କଳାବଜାରୀ ନ କରିବାକୁ ଯୋଗାଣ ମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
Fear of storm in Odisha, action taken if essential goods are black marketed: Supply Minister | Argus News