ନିର୍ବାଚନ ପୂର୍ବରୁ 2024-25 କାମଚଳା ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ
·2 years ago

ଭୁବନେଶ୍ୱର: ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ନିର୍ବାଚନ ପୂର୍ବରୁ 2024-25 କାମଚଳା ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ । ବିକାଶ ପଥରେ ଆଗଉଛି ଓଡିଶା । ରାଜ୍ୟରେ ଅଭିବୃଦ୍ଧି ହାର ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । 22 ବର୍ଷରେ ଖାଦ୍ୟ ଶସ୍ୟ ଉତ୍ପାଦନ ବଢିଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: